Latest Odisha News

BREAKING NEWS

Yearly Archives

2024

ଝାରସୁଗୁଡ଼ାରେ କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡ଼ା: ଝାରସୁଗୁଡ଼ାର ଜଣେ କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସାହାଜାହାନ ଖାଁ। ତାଙ୍କ ବୟସ ୨୬ ବର୍ଷ ହେଇଥିବା ନେଇ ସୂଚନା ମିଳିଛି। ଝାରସୁଗୁଡ଼ା ସଦର ଥାନା ବେହେରାପାଟରେ ଏହି ଘଟଣା ଘଟିଛି। ତେବେ ହତ୍ଯା ପରେ…

ପୁଣି ବିଏସପିର କମାଣ୍ଡ ସମ୍ଭାଳିବେ ମାୟାବତୀ

ଲକ୍ଷ୍ନୌ: ବହୁଜନ ସମାଜ ପାର୍ଟିର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ପରେ ମାୟାବତୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ପୁଣି ନିର୍ବାଚିତ ହୋଇଛନ୍ତି । ବୈଠକ ପୂର୍ବରୁ ତାଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦଙ୍କୁ ଏହି ଦାୟିତ୍ବ ମିଳିବ ବୋଲି କଳ୍ପନାଜଳ୍ପନା ଲାଗି ରହିଥିଲା । ଆଜି ବହୁଜନ ସମାଜ…

ଭାଙ୍ଗିବ ୧୯୧ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ବର: ପାଖାପାଖି ୧୯୧ ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ । ଭୁବନେଶ୍ବରରେ ତିଆରି ହୋଇଥିବା ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ ବୋଲି କହିଛନ୍ତି ମନ୍ତ୍ରୀ । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଙ୍କ ପ୍ରଶ୍ନରେ କିଛି ଏମିତି ଉତ୍ତର ରଖିଛନ୍ତି ଗୃହ ଓ ନଗର ଉନ୍ନୟନ…

କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣା: ବିକ୍ଷୋଭକାରୀଙ୍କ ଉପରେ ଟିୟର ଗ୍ୟାସ ମାଡ

କୋଲକାତା: ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦିନକୁ ଦିନ କୋଲକାତାରେ ମମତା ସରକାରଙ୍କ ବିରୋଧରେ ବିକ୍ଷୋଭ ବଢ଼ିବାରେ ଲାଗିଛି । ମମତା ସରକାରଙ୍କୁ ଧିକ୍କାର କରି ରାଜରାସ୍ତାରେ ଗର୍ଜୁଛନ୍ତି ଶହ ଶହ ଜନତା । ପୋଲିସ-ଛାତ୍ର ମୁହାଁମୁହିଁ । ବିକ୍ଷୋଭ ଭାଙ୍ଗିବାକୁ ପାଣିମାଡ଼ ସହ…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ଭୁବନେଶ୍ବର: ସରକାରଙ୍କ ହରଡଘଣାରେ ରାଜ୍ୟର ୯୧ ଦୁର୍ନିତିଖୋର ବିଡିଓ । ରାଜ୍ୟରେ ୯୧ ଜଣ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରଧିନ ଅବସ୍ଥାରେ ଅଛି । ଆଜି ଏମିତି କିଛି ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…

ରାଉଲକେଲା ବିମାନବନ୍ଦରର ଅପାରଗତା, ଓହ୍ଲାଇ ପାରିଲେନି ରାଜ୍ୟପାଳ

ରାଉଲକେଲା: ବାତିଲ୍ ହେଲା ରାଜ୍ୟପାଳଙ୍କ ରାଉଲକେଲା ଗସ୍ତ । ରାଉଲକେଲା ବିମାନବନ୍ଦରର ଅପାରଗତା ଯୋଗୁଁ ରାଉଲକେଲା ମାଟିରେ ଓହ୍ଲାଇପାରିଲାନି ରାଜ୍ୟପାଳଙ୍କ ଏୟାରକ୍ରାଫ୍ଟ । ତେବେ ଗତ ରବିବାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ବିୟୋଗରେ…

ମହାରାଷ୍ଟ୍ରରେ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

କୋଲକାତା: କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣାକୁ ନେଇ ସାରା ଦେଶରେ ବିକ୍ଷୋଭ ଜାରି ରହିଛି। ଏହାରି ମଧ୍ଯରେ ମହାରାଷ୍ଟ୍ରରେ ଆଉ ଗୋଟେ ଲଜ୍ଜାଜନକ ଘଟଣା ଘଟିଯାଇଛି। ମହାରାଷ୍ଟ୍ରର ରତ୍ନଗିରିରେ ଜଣେ ଅଟୋ ଡ୍ରାଇଭର ଜଣେ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ କରି ରାସ୍ତାରେ…

ଓଡ଼ିଶା ସରକାର କରିବେ ନିଯୁକ୍ତି ମେଳା, ମିଳିବ ୩୫ ହଜାର ଚାକିରି

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସରକାର କରିବେ ନିଯୁକ୍ତି। ମିଳିବ ୩୫ ହଜାର ଚାକିରି। ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ପ୍ଲାନ ଅଫ୍ ଆକ୍ସନ ପ୍ରସ୍ତୁତ କରିଛନ୍ତି ମୋହନ ସରକାର। ଆସନ୍ତା…

ଡେଙ୍ଗୁ ହଟସ୍ପଟ ସୁନ୍ଦରଗଡ, ରାଜ୍ୟରେ ୨୭ଶହ ପାର୍

ଭୁବନେଶ୍ବର: ରାଜ୍ୟରେ ଏବେ ଡେଙ୍ଗୁ ଉପରମୁହାଁ । ୨୭ଶହ ପାର୍ କଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ସେପଟେ ରାଜଧାନୀରେ ଡେଙ୍ଗୁ ରୋଗୀ ୫୦୦ରୁ ଅଧିକ ଚିହ୍ନଟ ହୋଇଥିବା ବେଳେ ସବୁଠୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡରେ । ଏନେଇ ସୂଚନା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ସିନ୍ଧ-ବାଲୋଚ ଓ ପଞ୍ଜାବ ମଧ୍ୟରେ ବଢି ଚାଲିଛି ବିବାଦ, ବୃଦ୍ଧି ପାଉଛି ଗୃହଯୁଦ୍ଧ ସ୍ଥିତି

ଇସଲାମାବାଦ: ପାକିସ୍ତାନରେ ପୁଣି ରକ୍ତମୁଖା ହୋଇଉଠିଛନ୍ତି ଆତଙ୍କୀ। ରବିବାର ରାତିରେ ୩ଟି ଆତଙ୍କବାଦୀ ଆକ୍ରମଣ ଘଟଣାରେ ୬୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ପାକ୍‌ର ବିବାଦୀୟ ଅଞ୍ଚଳ ବାଲୁଚିସ୍ତାନରେ ଏହି ଘଟଣା ଘଟିଛି। ଆହତ ୧୫ ଜଣଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣ…