ଆସନ୍ତା ୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ
ଭୁବନେଶ୍ୱର: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ।…