ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଯୋଜନା ‘ବିଜ୍ଞାନ ଧାରା’କୁ କ୍ୟାବିନେଟ୍ ଅନୁମୋଦନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ତିନୋଟି ପ୍ରମୁଖ ଯୋଜନାକୁ ଜାରି ରଖିବାକୁ ମଞ୍ଜୁରି ମିଳିଛି । ଏସବୁ ଯୋଜନାକୁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ (ଡିଏସଟି)ର ‘ବିଜ୍ଞାନ ଧାରା’ ନାମକ ଏକ ସମନ୍ୱିତ…