ଏଥର କେଉଁ ତାରିଖରେ ପାଳନ କରିବେ ଜନ୍ମାଷ୍ଟମୀ, ଜାଣନ୍ତୁ ପୂଜା ମୁହୂର୍ତ୍ତ
ଭୁବନେଶ୍ୱର: ଭାଦ୍ରବ ମାସ କୃଷ୍ଣପକ୍ଷର ଅଷ୍ଟମୀ ତିଥିରେ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ପାଳନ କରାଯାଏ । ହିନ୍ଦୁ ଧର୍ମ ବିଶ୍ୱାସ ଅନୁଯାୟୀ ଭଗବାନ କୃଷ୍ଣ ଏହି ଦିନ ଜନ୍ମ ହୋଇଥିଲେ । ଭଗବାନ କୃଷ୍ଣ ଭାଦ୍ରବ ମାସର କୃଷ୍ଣପକ୍ଷ ଅଷ୍ଟମୀ ତିଥି ରୋହିଣୀ ନକ୍ଷତ୍ରରେ ଜନ୍ମଗ୍ରହଣ କରିଥିଲେ । ଶ୍ରୀକୃଷ୍ଣ…