ଗଞ୍ଜାମ ସଡକ ଦୁର୍ଘଟଣା: ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଯାଇଛି ୪ ଜଣଙ୍କର ପ୍ରାଣ, ୨୦ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଏକ୍ସ ହ୍ୟାଣ୍ଡେଲରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ…