ବ୍ରହ୍ମପୁରରେ ଭୟଙ୍କର ଦୁର୍ଘଟଣା: ବସ୍କୁ ଧକ୍କା ଦେଲା ଟ୍ୟାଙ୍କର, ୫ ମୃତ
ଗଞ୍ଜାମ: ବ୍ରହ୍ମପୁରରେ ଭୟଙ୍କର ସଡକ ଦୁର୍ଘଟଣା । ବସ୍କୁ ଧକ୍କା ଦେଲା ଟ୍ୟାଙ୍କର। ଏହି ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ଆସିଛି। ସମରଝୋଳ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘରୋଇ ବସଟି ଭଞ୍ଜନଗର ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି।
ସୂଚନା…