ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ମୃତ, ୫ ଗୁରୁତର
ଭୁବନେଶ୍ଵର: ଆକାଶରୁ ଖସିଲା ମୃତ୍ୟୁ । ଚାଲିଗଲା ୬ଜଣଙ୍କ ଜୀବନ । ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ବଜ୍ରପାତର ଘଟଣା ସାମ୍ନାକୁ ଆସିଛି । ସେପଟେ ବଜ୍ରପାତରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ଜଣଙ୍କ ଜୀବନ ଯାଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ…