Latest Odisha News
Yearly Archives

2024

ବିଦ୍ୟୁତ୍ ଆଘାତରୁ ରାମୁର ମୃତ୍ୟୁ ହୋଇଛି: ପିସିସିଏଫ

ଭୁବନେଶ୍ୱର: ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ସୋମବାର ଦନ୍ତାହତୀ ରାମୁର ମୃତ୍ୟୁ ହୋଇଥିଲା। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାର ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଇଛନ୍ତି ଓଡିଶା ପିସିସିଏଫ ଦେବିଦତ୍ତ ବିଶ୍ବାଳ। ପିସିସିଏଫଙ୍କ ସୂଚନା ଅନୁଯାୟୀ, ବିଦ୍ୟୁତ ତାର…

ସିରିଜ ଚୋରି ଘଟଣାର ପର୍ଦ୍ଦାଫାଶ, ତିନି ଗିରଫ

ଯାଜପୁର: ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ l ସିରିଜ ଚୋରି ଘଟଣାରେ ତିନି ଜଣଙ୍କୁ ଗିରଫ କଲା ପୋଲିସ l ଯାଜପୁର ଥାନା ବୈଦ୍ୟନାଥନଗର ରେ ହୋଇଥିବା ସିରିଜ ଚୋରୀ ଘଟଣାର ପର୍ଦ୍ଦାଫାଶ କଲା ଯାଜପୁର ପୋଲିସ। ଚୋରୀ ଘଟଣାରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ବହୁ ଚୋରୀ ସାମଗ୍ରୀ…

ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟକୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗ ବେପାରୀ ଓଡ଼ିଶାକୁ ଆଳୁ ଦେବେ ନାହିଁ ବୋଲି ମନା କରିବା ପରେ ରାଜ୍ୟରେ ପୁଣି ଦେଖାଦେବ ଆଳୁ ସଙ୍କଟ । ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡାଙ୍କ ସୂଚନା ପରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା ଆସିଛି । ମନ୍ତ୍ରୀ…

ଏପରି ଅଦ୍ଭୁତ ପ୍ରଜାପତି, ଉଡିବା ମାତ୍ରେ ହୋଇଯାଏ ଅଦୃଶ୍ୟ

ନୂଆଦିଲ୍ଲୀ: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଏହି ଦୁନିଆ l ଯେଉଁଠି ଆପଣମାନେ ଦେଖିବାକୁ ପାଇବେ ଭଳିକି ଭଳି ଜୀବଜନ୍ତୁ, ସରୀସୃପ ଇତ୍ୟାଦି l ସେହି ଜୀବଜନ୍ତୁଙ୍କ ମଧ୍ୟରେ କିଛି ଏପରି ଜୀବ ଅଛନ୍ତି ଯାହାକୁ ଦେଖି ଆପଣ ଭାବିବେ ଯେ ବୋଧ ହୁଏ ଏହି ଯିବା ପାଖରେ କୌଣସି ଯାଦୁ ଶକ୍ତି ଅଛି l ତେବେ…

ଆସନ୍ତାକାଲି ଅଲମ୍ପିକ୍ସ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦିଆଯିବ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରେ ଭାରତୀୟ ହକି ଟିମ୍ ର ଭବ୍ୟ ସମ୍ବର୍ଦ୍ଧନା ସମାରୋହ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କ୍ରୀଡ଼ାମନ୍ତ୍ରୀ କହିଛନ୍ତି ଯେ, ପ୍ୟାରିସ୍‌ ଅଲମ୍ପିକ୍ସ - ୨୦୨୪ ରେ କାଂସ୍ୟ ପଦକ ଜିତି ଭାରତୀୟ ହକି ଟିମ୍ ଆମ ଦେଶପାଇଁ…

ଛାତ୍ର ସଂସଦ ନିର୍ବାଚନ…ବିଧାନସଭାରେ ତାତି

ଭୁବନେଶ୍ବର: କାହିଁକି ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ? ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ କଲେଜରେ ଛାତ୍ର ସଂସଦ ନିର୍ବାଚନ ଏବର୍ଷ ନୁହେଁ ୨୦୨୫ରେ ହେବା ନେଇ କହିବା ପରେ ତାତିଛି ରାଜ୍ୟ ରାଜନୈତିକ ପାଣିପାଗ । ନୂଆ ସରକାର ଆସିବା ପରେ ନିର୍ବାଚନ କରାଇବା ପାଇଁ ସମୟ…

ପୁରୀ ବେଳାଭୂମିରୁ ନର କଙ୍କାଳ ଉଦ୍ଧାର, ତଦନ୍ତ ଜାରି

ପୁରୀ: ଗତ କିଛି ଦିନ ହେବ ଅଶାନ୍ତ ହୋଇପଡିଛି ପୁରୀ ସହର । ଗତ ୮ ତାରିଖରେ ମାର୍କଣ୍ଡେଶ୍ବର ସାହିରେ ଜଣଙ୍କୁ ହତ୍ୟା କରାଯାଇଥିବାବେଳେ, ଗତକାଲି ବିଳମ୍ବିତ ରାତିରେ ପୁରୀ ବେଳାଭୂମି ନିକଟରେ ଥିବା ଷ୍ଟର୍ଲିଙ୍ଗ ହୋଟେଲ ରାସ୍ତା ପାଖରେ ଜଣଙ୍କର ଖପୁରୀ ସହ ଶରୀରର କିଛି ଅଂଶ ପଡିଥିବା ଦେଖିବାକୁ…

ଲାଟେରାଲ୍ ନିଯୁକ୍ତି ଉପରେ ରୋକ ଲଗାଇଲା କେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ଜନସେବା ଆୟୋଗ (ୟୁପିଏସସି) କୁ ମଙ୍ଗଳବାର ଦିନ ଚିଠି ଲେଖି ଲାଟେରାଲ ଏଣ୍ଟ୍ରି ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ୟୁପିଏସ୍‌ସି ଚେୟାରମ୍ୟାନ୍‌ ପ୍ରୀତି ସୁଦାନଙ୍କୁ ଚିଠି…

ସ୍କୁଲରେ ଛାତ୍ରୀକୁ ଅସଦାଚରଣ; ବଦଲାପୁରରେ ଅଭିଭାବକଙ୍କ ଯୋରଦାର ବିରୋଧ ପ୍ରଦର୍ଶନ

ଥାନେ: କୋଲକତା ଆର.ଜି କର ମେଡିକାଲ କଲେଜର ଘଟଣା ମନରୁ ନଲିଭୁଣୁ ଆଉ ଏକ ଘଟଣା ସାମ୍ନାକୁ ଆସିଛି । ମହାରାଷ୍ଟ୍ର ଥାନେ ଜିଲ୍ଲା ବଦଲାପୁରର ଏକ ଜଣାଶୁଣା ସ୍କୁଲରେ ଜଣେ ଛାତ୍ରୀକୁ ଯୌନ ନିର୍ଯାତନା ଅଭିଯୋଗ ହୋଇଛି । ଯାହାକୁ ନେଇ ଅଭିଭାବକ ଓ ସ୍ଥାନୀୟ ଲୋକମାନେ ସ୍କୁଲ ବିରୁଦ୍ଧରେ ବିରୋଧ…

୩ ଘଣ୍ଟା ଯାଏଁ ଭିଜିବ ଭୁବନେଶ୍ୱର

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳ ବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ଯ ଜାରି କରାଯାଇଛି। ଆଗାମୀ ୩ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ସାମାନ୍ଯରୁ ମଧ୍ଯମ ଧରଣର ବର୍ଷା ଓ…