ନକଲି ଚାବିରେ ଥାନାରୁ ବାଇକ୍ ଚୋରି, ବ୍ଲକିଂ ଚେକିଂ ବେଳେ ଧରିଲା ପୋଲିସ
ଭୁବନେଶ୍ୱର: ବ୍ଲକିଂ ଚେକିଂ ବେଳେ ନିଶାସକ୍ତ ଅବସ୍ଥାରେ ରଙ୍ଗ୍ ରୁଟରେ ବାଇକ ଚଳାଇ ଯାଉଥିବା ବେଳେ ଟ୍ରାଫିକ୍ ଥାନା ପୋଲିସ ହାବୁଡରେ ପଡିଥିଲେ ଯୁବକ। ବାଇକକୁ ଜବତ କରି ପୋଲିସ ପିଆର ଧରାଇଥିଲା। ତେବେ ପିଆର ନମ୍ବର ନେବାକୁ ଆସି ଟ୍ରାଫିକ ଥାନା-୨ ପରିସରରୁ ନକଲି ଚାବି ସାହାଯ୍ୟରେ ବାଇକ ଚୋରାଇ…