ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି,…