ରେଳପଥ ସହ ଯୋଡି ହେଲା ବୌଦ୍ଧ, ଜିଲ୍ଲାକୁ ଗଡ଼ିଲା ପରୀକ୍ଷଣ ଟ୍ରେନ ଇଞ୍ଜିନ
ବୌଦ୍ଧ: ୩୦୧ କିମି ଦୈର୍ଘ୍ୟ ନିର୍ମାଣାଧୀନ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ଆଜି ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି | ୧୬.୨୭ କିମି ଦୈର୍ଘ୍ୟ ଝରମୁଣ୍ଡା-ବୌଦ୍ଧ ରେଳ ସେକ୍ସନ ନିର୍ମାଣ କାର୍ଯ୍ୟ ସମାପ୍ତ କରାଯାଇ ଆଜି ନୂତନ ଲାଇନରେ ଇଞ୍ଜିନ ରୋଲିଂ ସଫଳତାର ସହିତ ସମ୍ପାଦନ…