Latest Odisha News

BREAKING NEWS

Yearly Archives

2024

ଆସିଲା ତାରିଖ, ଜମ୍ମୁ-କଶ୍ମୀରରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର । ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ । ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଥିବା ବେଳେ ଏହା…

ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ରିଷବ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪ l ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି l ଚର୍ଚ୍ଚିତ ଚଳଚ୍ଚିତ୍ର ‘କାନ୍ତାରା’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତା ରିଷବ ଶେଟ୍ଟୀ ପାଇଛନ୍ତି ଚଳିତ ବର୍ଷ…

ଯୋଗାଣ ଅଧିକାରୀଙ୍କ ଅମାପ ସମ୍ପତି, ୪ଟି ପ୍ଳଟ୍‌ , ୨ଟି କୋଠା ଠାବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ। ଏକାଥରେ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ଚଢ଼ାଉ ବେଳେ ଶ୍ରୀ ପ୍ରଦୀପ ମହାପାତ୍ରଙ୍କ ଘରୁ ଅମାପ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ l ଭୁବନେଶ୍ବରରେ ୨ ମହଲା ଓ କଟକରେ ଏକ…

‘ଅତି ଜରୁରୀ ନ ଥିଲେ ଏସସିବି କୁ ଆସନ୍ତୁ ନାହିଁ’

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି…

ଏସସିବିରେ ୨ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ରିପୋର୍ଟ ପ୍ରସ୍ତୁତ

କଟକ: ଏସସିବିରେ ୨ ମହିଳାଙ୍କୁ ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ଦୁଷ୍କର୍ମ ଘଟଣାର ରିପୋର୍ଟ ପ୍ରସ୍ତୁତ ସରିଛି। ଏନେଇ ସୂଚନା ଦେଇଛନ୍ତି ଏସସିବି ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ ମିଶ୍ର । ତେବେ ରିପୋର୍ଟରେ ଯାହା ଅଛି, ତାହା ରାଜ୍ୟ ସରକାର ହିଁ ଜଣାଇବେ ବୋଲି କହିଛନ୍ତି ଡାକ୍ତର ସନ୍ତୋଷ…

ବଜ୍ରକାପ୍ତା ଚାଲାଣ ବେଳେ ୩ ଗିରଫ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ପୁଣି ଆଉ ଏକ ବଜ୍ରକାପ୍ତା ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ସେମିଳିଗୁଡା ରାସ୍ତା ବଡେଗାଁ ଗ୍ରାମ ନିକଟରୁ ଫରେଷ୍ଟ ଡିଭିଜନ ଓ ପୋଲିସ ସହାୟତାରେ ବଜ୍ରକାପ୍ତା ସହ ଏକ ଅଲ୍ଟୋ କାର ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ…

ମହାଭାରତ ଯୁଦ୍ଧ ସମୟରେ ଭୀଷ୍ମ ପିତାମହ ଓ ଶ୍ରୀକୃଷ୍ଣଙ୍କ ବୟସ କେତେ ଥିଲା ?

ଏହି ଆଧୁନିକ ଦିନର ମଣିଷ ସର୍ବାଧିକ ହାରାହାରି ୧୦୦ ବର୍ଷ ବଞ୍ଚିପାରେ। ଯଦି ଭଲ ଖାଦ୍ୟ ଏବଂ ଅନୁକୂଳ ପରିବେଶ ଅଛି ତେବେ ଜଣେ ବ୍ୟକ୍ତି ୧୨୫ ବର୍ଷ ବଞ୍ଚିପାରିବ। ଯଦି ଆମେ ହିନ୍ଦୁ ପୁରାଣ ଗ୍ରନ୍ଥକୁ ଅନୁସରଣ କରିବା ତେବେ ଏଠାରେ ଅନେକ ଉଲ୍ଲେଖନୀୟ ରହିଛି ଯେ ପୂର୍ବେ ଅନେକ ଦେବ ପୁରୁଷ ଥିଲେ…

ରାଜଧାନୀରେ ଭୁଶୁଡିଲା ସ୍କୁଲ ପାଚେରୀ

ଭୁବନେଶ୍ବର: ଅସରାଏ ବର୍ଷାରେ ଭୁଶୁଡି ପଡିଛି ରାଜଧାନୀ ଛାତିରେ ଥିବା ସ୍କୁଲ କାନ୍ଥ । ଅଲ୍ପକେ ବଞ୍ଚିଗଲା ଅନେକ ଜୀବନ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ୟୁନିଟ୍ ୯ ମହାରାଜା ହଲ ପଛପଟେ ଥିବା ଏକ ଘରୋଇ ସ୍କୁଲରେ । ତେବେ ଏହି ପାଚେରୀ ପଛପଟେ ଲୋକମାନେ ବସବାସ କରୁଥିବାରୁ ଏଥିରେ…

ତୀବ୍ର ହେବ ଡାକ୍ତର ଆନ୍ଦୋଳନ, ଯୋଗ ଦେବେନି ସରକାରୀ ଡାକ୍ତର

ଭୁବନେଶ୍ବର: କୋଲକାତାରେ ମହିଲା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଧିରେ ଧିରେ ତୀବ୍ର ହେଉଛି ଡାକ୍ତର ଆନ୍ଦୋଳନ । ରାଜ୍ୟରେ ମଧ୍ୟ ଏହାର ପ୍ରଭାବ ଜୋର ସୋର ଦେଖିବାକୁ ମିଳିଛି । ଆଜି ଏହାକୁ ନେଇ କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର…

କୋଲକାତା ଲଜ୍ଜା: ସ୍ୱର ଉଠାଇଲେ ସେଲିବ୍ରିଟି, କହିଲେ-‘ଦେଶରେ ନାରୀ ସୁରକ୍ଷିତ ଅଛନ୍ତି ତ ?’

କୋଲକାତା: କୋଲକାତା ଆରଜି କର ଡାକ୍ତରଖାନା ଲଜ୍ଜା ଏବେ ସାରା ଦେଶରେ ବିରୋଧର ରୂପ ନେଇଛି । ପୀଡିତାଙ୍କ ପାଇଁ ନ୍ୟାୟ ଦାବିରେ ସାରା ଦେଶରେ ଅସଂଖ୍ୟ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ବଲିଉଡ ସେଲିବ୍ରିଟିଠାରୁ ଆରମ୍ଭ କରି ବଡ଼ ବଡ଼ ନେତା, ବ୍ୟବସାୟୀ ଏହି ଘଟଣାକୁ ନିନ୍ଦା କରିଛନ୍ତି। ଏପରି…