ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ
ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଅଗଷ୍ଟ ୨୭ରେ…