ପୂର୍ବତନ ବୈଦେଶିକ ମନ୍ତ୍ରୀ କେ. ନଟୱର ସିଂଙ୍କ ଦେହାନ୍ତ
ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ କେ. ନଟୱର ସିଂଙ୍କ ଦେହାନ୍ତ । ଗୁରଗ୍ରାମ୍ର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନ ସିଂହ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନଟୱର ସିଂ। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ଏହି…