ଆଳୁ ଲାଞ୍ଚ ନେଇ ପୋଲିସ ଅଧିକାରୀ ନିଲମ୍ବିତ
ନୂଆଦିଲ୍ଲୀ: ଏବେ ଓଡ଼ିଶାରେ ଆଳୁ ଦର ତଳମୁହାଁ ହେଉନଥିବାରୁ ଏହାକୁ ନେଇ ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି ସରକାର। ଆଳୁ ଦାମ୍ ଦେଖି ଲୋକେ ଆଳୁ ଖାଇବା ଛାଡିଦେଲା ଭଳି ସ୍ଥିତି ଉପୁଜିଛି। ଏହାରି ଭିତରେ ଏକ ଖବର ଆସିଛି ଯେ ଜଣେ ପୋଲିସ ଅଧିକାରୀ ୫ କେଜି ଆଳୁ ଲାଞ୍ଚ ମାଗି ସସ୍ପେଣ୍ଡ…