Latest Odisha News

BREAKING NEWS

Yearly Archives

2024

ପ୍ୟାରିସ ଅଲମ୍ପିକ୍ସ ୨୦୨୪: ଫାଇନାଲରେ ଏଣ୍ଟ୍ରି କଲେ ନୀରଜ ଚୋପ୍ରା

ପ୍ୟାରିସ: ଭାରତର ଗୋଲ୍ଡେନ ବଏ ନୀରଜ ଚୋପ୍ରା ଯୋଗ୍ୟତା ପର୍ଯ୍ୟାୟରେ ୮୯.୩୪ ମିଟର ଦୂରକୁ ଜାଭେଲିନ ଫିଙ୍ଗି ଫାଇନାଲରେ ଏଣ୍ଟ୍ରି ମାରିଛନ୍ତି। ଏହାପରେ ନୀରଜ ବର୍ତ୍ତମାନ ସ୍ୱର୍ଣ୍ଣ ପଦକ ପାଇଁ ଫାଇନାଲରେ ଜାଭେଲିନ୍ ପକାଇବେ। ଗ୍ରୁପ୍ ବିରେ ଯୋଗ୍ୟତା ଅର୍ଜନ କରିବାରେ ନୀରଜ ପ୍ରଥମ ଆଥଲେଟ୍…

‘ଆଗାମୀ ଦିନରେ ନୂଆପଡାକୁ ଅତ୍ୟାଧୁନିକ ଜିଲ୍ଲା ଭାବେ ପରିଗଣିତ କରି ବିକଶିତ କରାଯିବ’

ନୂଆପଡା: ନୂଆପଡାରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଆଜି ଦିନିକିଆ ନୂଆପଡା ଜିଲ୍ଲାକୁ ଗସ୍ତ କରି ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ରାଜ୍ୟରେ ବିଜେପିର ନୂତନ ସରକାର ଗଠନ ହେବାପରେ, ପ୍ରଥମ ପାଳିରେ ନୂଆପଡା ଜିଲ୍ଲାରେ ପହଞ୍ଚିବା ପରେ ଜିଲ୍ଲା…

ନବୀନଙ୍କ ନୂଆ କମିଟିରେ ବଡ଼ ସଂକେତ

ଭୁବନେଶ୍ବର: ନବୀନଙ୍କ ନୂଆ କମିଟିରେ ବିଜେଡି ରାଜନୀତିକୁ ନେଇ ବଡ ସଂକେତ । ମମତା ମହନ୍ତ ବିଜେଡି ଛାଡିବା ପରଠୁ ଦଳକୁ ଏକଜୁଟ୍ କରିବାକୁ ଦମ୍ ଲଗାଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମର ସଂଯୋଜନା ଓ ତଦାରଖ କରିବା ପାଇଁ ଗଠନ କରିଛନ୍ତି କମିଟି । ଦେବୀ…

ଆଗାମୀ ୩ ଘଣ୍ଟା ଯାଏଁ ଏସବୁ ଜିଲ୍ଲାରେ ବର୍ଷିବ, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ସୋନପୁର, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର,…

ଶ୍ରଦ୍ଧାଙ୍କର ହେଲା କି ବ୍ରେକ୍‌ଅପ୍ !

ମୁମ୍ବାଇ: ଖୁବ୍ ଶୀଘ୍ର ଶ୍ରଦ୍ଧା କପୁର ଫିଲ୍ମ ସ୍ତ୍ରୀ-୨ରେ ନଜର ଆସିବେ। ଆଜିକାଲି ଅଭିନେତ୍ରୀ ଏହି ଚଳଚ୍ଚିତ୍ରର ପ୍ରମୋସନରେ ବ୍ୟସ୍ତ ଅଛନ୍ତି। ବର୍ତ୍ତମାନ ଗୋଟିଏ ପଟେ ଫିଲ୍ମ ବିଷୟରେ ଆଲୋଚନା ହେଉଛି ଏବଂ ଅନ୍ୟ ପଟେ ଅଭିନେତ୍ରୀଙ୍କ ବ୍ରେକଅପ୍ ଖବର ବୃଦ୍ଧି ପାଇବାରେ ଲାଗିଛି। ଅଦ୍ୟାବଧି…

ପୁଣି ବିଗିଡିଲା ଆଡଭାନୀଙ୍କ ସ୍ବାସ୍ଥ୍ଯବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଏଲ.କେ ଆଡଭାନୀଙ୍କୁ ମଙ୍ଗଳ ବାର ଦିନ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଚିକିତ୍ସା ପରେ ତାଙ୍କର ସ୍ବାସ୍ଥ୍ଯବସ୍ଥା ସ୍ଥିର ରହିଥିବା ନେଇ ସୂତ୍ରରୁ ପ୍ରକାଶ। ୯୬ ବର୍ଷୀୟ ଏହି ନେତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ଅରୁଣ ସାହୁଙ୍କୁ ନୋଟିସ୍

କଟକ: ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ l ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ l ନାମାଙ୍କନ ସତ୍ୟପାଠରେ ଅରୁଣ ତଥ୍ୟ ଲୁଚାଇଥିବା ନେଇ ନିର୍ବାଚନ ବେଳେ ଅଭିଯୋଗ ହୋଇଥିଲା l ସୂଚନା ଅନୁସାରେ, ଚଳିତ ବର୍ଷ ହୋଇଥିବା…

ଜୋରରେ ଭାସିଯାଇ ଛାତ୍ରୀ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଅନୁଗୁଳ: ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ସୁନାଭୁଇଁ ଗାଁ ନିକଟରେ ଥିବା ଜୋରରେ ଭାସିଗଲେ ଛାତ୍ରୀ । ପାଠ ପଢିବାକୁ ଯାଇ ଘରକୁ ଫେରିବା ବାଟରେ ଜୋର ପାର ହେଉଥିବା ବେଳେ ଛାତ୍ରୀ ଜଣକ ଜୋରରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି । ଛାତ୍ରୀ ଜଣକଙ୍କର ପରିଚୟ ପ୍ରୀତି ବେହେରା ବୋଲି ଜଣାପଡିଛି ।…

ଅଶାନ୍ତ ବାଂଲାଦେଶ; ଭାରତର ୧୨ କମ୍ପାନୀ ଉପରେ ପ୍ରଭାବ ପଡିପାରେ

ନୂଆଦିଲ୍ଲୀ: ବାଂଲାଦେଶରେ ଜାରି ରହିଥିବା ହିଂସା ଯୋଗୁଁ ଅନେକ ଭାରତୀୟ କମ୍ପାନୀ ପ୍ରଭାବିତ ହୋଇପାରନ୍ତି। ଏଥିମଧ୍ୟରେ ୧୨ ଟି ତାଲିକାଭୁକ୍ତ କମ୍ପାନୀ ମଧ୍ୟ ଅନ୍ତର୍ଭୁକ୍ତ। ସରକାରୀ ତଥ୍ୟ ଅନୁଯାୟୀ, ୨୦୨୩-୨୪ ମଧ୍ୟରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ୧୪ ବିଲିୟନ ଡ଼ଲାର…

ଖୋଲିବ କେଳେଙ୍କାରୀ ଗୁମର; ୨ ଦିନିଆ ରିମାଣ୍ଡରେ ଧୋକାବାଜ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ବର: ରିମାଣ୍ଡରେ ଗଲା ୫ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ । ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇଛି କମିଶନରେଟ ପୋଲିସ । ଖୋଳତାଡ଼ ପରେ ଖୋଲିବ ରସିକିଆ ପ୍ରେମିକର ସମସ୍ତ ଗୁମର । ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ୫ ଜଣ ମହିଳାଙ୍କୁ ବିବାହ କରିଥିଲା ସତ୍ୟଜିତ । ଖାଲି ସେତିକି…