‘ରାଜ୍ୟସଭା ନିର୍ବାଚନ ଲଢିବା ପାଇଁ ବୟସ ସୀମା ୨୧ ବର୍ଷ ହେବା ଉଚିତ୍’
ନୂଆଦିଲ୍ଲୀ: ରାଜ୍ୟସଭାରେ ନିର୍ବାଚନ ଲଢିବା ପାଇଁ ବୟସ ସମ୍ପର୍କ ଉପରେ ପ୍ରଶ୍ନ ଉଠାଇଲେ ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ରାଘବ ଚଡ୍ଡା । ଆଜି ରାଜ୍ୟସଭାରେ ସେ କହିଛନ୍ତି ଯେ, ଯେତେବେଳେ ୧୮ ବର୍ଷ ବୟସରେ ସରକାର ଚୟନ କରିବାର ଅଧିକାର ରହିଛି ତେବେ ୨୧ ବର୍ଷ ବୟସରେ କାହିଁକି ନିର୍ବାଚନ…