କେରଳ ଟ୍ରାଜେଡି: ୨ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଜଣେ ଡାକ୍ତରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: କେରଳରେ ଜଣେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଡାକ୍ତର ସ୍ବାଧୀନ ପଣ୍ଡା ଏବେ ବି ନିଖୋଜ ଥିବା କହିଛନ୍ତି ମନ୍ତ୍ରୀ ।
ମୃତଦେହ ପୁନଃ…