Latest Odisha News

BREAKING NEWS

Yearly Archives

2024

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ସ୍କାଏ ୱାକ୍

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ ଏହା ଖୋଲି‍‍‍ବ।…

ଆଜିଠୁ ରାଜ୍ୟରେ ବଢିବ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।…

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳସ୍ତର, ଖୋଲିବ ୨ଟି ଗେଟ୍

ନୂଆପଡ଼ା: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ଲଗାଣ ବର୍ଷା। ପଡୋଶୀ ରାଜ୍ୟ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ରହିବା ଯୋଗୁଁ ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲା ଲୋୟର ଇନ୍ଦ୍ର ଜଳ ସେଚନ…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ଭାବ୍ୟ ବନ୍ୟା ପରିଚାଳନା ସମ୍ପର୍କରେ ସମୀକ୍ଷା, ସତର୍କ ରହି କାର୍ଯ୍ୟ କରିବାକୁ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଗାଣ ବାର୍ଷା। ବର୍ଷା ଯୋଗୁଁ ବିଭିନ୍ନ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି। ଏଥିଯୋଗୁଁ ଆଗକୁ ସମ୍ଭାବ୍ୟ ବର୍ଷା ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ୍ୟର…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସହକାରୀ ଯନ୍ତ୍ରୀ, ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଧରିଲା ଭିଜିଲାନ୍ସ। ପୁରୁଣା ବିଲ୍ ପାସ କରାଇ ଦେବାକୁ କହି ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ନିବେଦିତା ।…

ଶେଷ ହୋଇଗଲା ଅମିତଙ୍କ ଅଭିଯାନ, ପ୍ରି କ୍ୱାର୍ଟରରେ ପ୍ରୀତି

ପ୍ୟାରିସ: ଚଳିତ ପ୍ୟାରିସ ଅଲିମ୍ପିକ୍ସରେ ଭାରତର ଉଦୀୟମାନ ମହିଳା ବକ୍ସର ପ୍ରୀତି ପାୱାର ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛନ୍ତି । ସେ ୪୫ କିଗ୍ରା ବିଭାଗରେ ଭିଏତନାମର ଭୋ ଥି କିମ ଆନହଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ଏଥିସହ ସେ ପ୍ରିକ୍ୱାର୍ଟରରେ ପ୍ରବେଶ କରିଛନ୍ତି । ପୁରୁଷ…

କେରଳ ଭୂସ୍ଖଳନ; ଦୁଇ ଓଡ଼ିଆ ନିଖୋଜ

ୱାୟନାଡ: ଦେବଭୂମୀ କେରଳରେ ପ୍ରକୃତିର ମୃତ୍ୟୁ ତାଣ୍ଡବ। କେରଳ ୱାୟନାଡରେ ହୋଇଥିବା ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର୍‌ ହୋଇଛି। ଆଜି ସଂଧ୍ୟା ସୁଦ୍ଧା ୧୦୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଏବେ ମଧ୍ୟ ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ସେପଟେ ଭୂସ୍ଖଳନ…

୧୩୦ କି.ମି. ବେଗରେ ଟ୍ରେନ ଚଳାଚଳ ତିଆରି ହେବ ଫେନସିଂ, ରକ୍ଷାପାଇବେ ପଶୁଙ୍କ ଜୀବନ

ଭୁବନେଶ୍ୱର: ରେଳ ନିରାପତ୍ତାକୁ ସୁଦୃଢ଼ କରିବା ଏବଂ ଟ୍ରେନର ଗତି ବୃଦ୍ଧି କରାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳର ଭଦ୍ରକ-ପଲାସା ଏବଂ ଖୋର୍ଦ୍ଧା ରୋଡ-ପୁରୀ ରେଳ ସେକ୍ସନରେ ଟ୍ରାକ ନିରାପତ୍ତା ଜନିତ ରେଳ ଧାରଣା କଡରେ ବାଡ ଦେବା ପାଇଁ…

ଝାଡ଼ଖଣ୍ଡ ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲା ଦକ୍ଷିଣ ପୂର୍ବ ରେଳପଥ

ରାଞ୍ଚି: ଝାଡ଼ଖଣ୍ଡ ଟ୍ରେନ୍ ଟ୍ରାଜେଡି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ସହାୟତା ରାଶି ଘୋଷଣା । ଓଡିଶା ରାଉରକେଲାର ୨ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲା ଦକ୍ଷିଣ ପୂର୍ବ ରେଳପଥ । ସେହିପରି ଗୁରୁତର ବ୍ୟକ୍ତିଙ୍କପାଇଁ ୫ ଲକ୍ଷ ଓ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ…

ଅଗ୍ନିବୀର ଯୋଜନାକୁ ନେଇ ମୁହାଁମୁହିଁ ଅଖିଳେଶ ଓ ଅନୁରାଗ

ନୂଆଦିଲ୍ଲୀ: ଅଗ୍ନିବୀର ଯୋଜନାକୁ ନେଇ ମଙ୍ଗଳବାର ଦିନ ଲୋକସଭାରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏବଂ ବିଜେପି ସାଂସଦ ଅନୁରାଗ ଠାକୁରଙ୍କ ମଧ୍ୟରେ ଜୋରଦାର କଥା କଟାକଟି ହୋଇଛି। କେନ୍ଦ୍ର ବଜେଟ୍ ଉପରେ ଆଲୋଚନା ମଧ୍ୟରେ ଅଖିଳେଶ ଯାଦବ କହିଥିଲେ  ସରକାରଙ୍କ ଅଗ୍ନିବୀର ଯୋଜନାକୁ…