ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ, ଅର୍ଥମନ୍ତ୍ରୀ ଦେଲେ ବିସ୍ଫୋରକ ତଥ୍ୟ
ନୂଆଦିଲ୍ଲୀ: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି ଦୁଇଠକଙ୍କ ଠାରୁ ଭାରତ ସରକାର କୋଟିକୋଟି ଟଙ୍କାର ସମ୍ପତ୍ତି ଜବତ କରବାରେ ସଫଳ ହୋଇଛନ୍ତି। କେବଳ ବିଜୟ ମାଲ୍ୟାଙ୍କ ଠାରୁ ୧୪ହଜାର ୧୩୧ଟଙ୍କା…