ନକଲି ସସ୍ କାରଖାନା ଠାବ ଘଟଣାରେ ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ବର: ନକଲି ସସ୍ କାରଖାନା ଠାବ ଘଟଣାରେ ୩ ଗିରଫ । କାରଖାନାର ମ୍ୟାନେଜର ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ଗତକାଲି ଭୀମଟାଙ୍ଗୀ ଅଞ୍ଚଳରୁ ନକଲି ସସ୍ କାରଖାନା ଠାବ କରିଥିଲା କମିଶନରେଟ ପୋଲିସ।
ସୂଚନା ଅନୁସାରେ, ଗତକାଲି ଭୁବନେଶ୍ଵରର ଭୀମଟାଙ୍ଗି ସ୍ଥିତ…