କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିମାନ ଦୁର୍ଘଟଣାଗ୍ରସ୍ତ
ନୂଆଦିଲ୍ଲୀ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବାର କିଛି ସମୟ ପରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।
ବିମାନଟି କାଠମାଣ୍ଡୁରୁ ପୋଖରା ଅଭିମୁଖେ ଉଡ଼ାଣ ଭରିବା ସମୟରେ ଏହି ଦୁର୍ଘଟଣା ଘଟିଛି। ବିମାନରେ କେବଳ ବିମାନର ବୈଷୟିକ କର୍ମଚାରୀ…