ସବୁ ବର୍ଗର ଲୋକମାନଙ୍କର ସ୍ୱାର୍ଥକୁ ଦିଆଯାଇଛି ଗୁରୁତ୍ଵ: ମୋଦୀ
ନୂଆଦିଲ୍ଲୀ: ବଜେଟ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକ୍ରିୟା। ଗତ ୧୦ ବର୍ଷରେ ୨୫ କୋଟି ଲୋକ ଗରିବୀରୁ ମୁକ୍ତି ପାଇଛନ୍ତି ।ଏହି ବଜେଟ୍ରେ ମଧ୍ୟବିତ୍ତ ବର୍ଗର ସ୍ବାର୍ଥକୁ ଗୁରୁତ୍ବ ଦିଆଯାଇଛି। ଏଥିସହ ଦେଶର ଯୁବ ବର୍ଗ ବଜେଟ୍ରୁ ପର୍ଯ୍ୟାପ୍ତ ସୁଯୋଗ ପାଇବେ ବୋଲି କହିଛନ୍ତି ମୋଦୀ।…