୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା
ଭୁବନେଶ୍ବର: ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା । ସମୃଦ୍ଧ ହେବ ଓଡିଶାର ପ୍ରତିଟି ରାଜ୍ୟ । ମୋ ସରକାର ନରପେକ୍ଷତାର ସହ କାମ କରିବ ବୋଲି କହିଛନ୍ତି ରାଜ୍ୟପାଳ ରଘୁବର ଦାସ ।
ସୋମବାର ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ…