ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ, ଅଳ୍ପକେ ବର୍ତିଲେ କର୍ମଚାରୀ
ନବରଙ୍ଗପୁର: ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ। ଅଳ୍ପକେ ବର୍ତିଲେ କର୍ମଚାରୀ । ଗତ ତିନି ଦିନ ଧରି ନବରଙ୍ଗପୁର ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା କାରଣରୁ ଅନେକ କ୍ଷୟକ୍ଷତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି । ଆଜି ସକାଳୁ ସକାଳୁ ଲଗାଣ ବର୍ଷା ପ୍ରଭାବରେ…