Latest Odisha News

BREAKING NEWS

Yearly Archives

2024

ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ୪ ମୃତ, ହେଲ୍ପଲାଇନ ନଂ ଜାରି

ଗୋଣ୍ଡା: ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ୪ ଜଣଙ୍କ ଜୀବନ ଯାଇଛି। ଗୋରଖପୁର ରେଳ ବିଭାଗର ମୋତିଗଞ୍ଜ ସୀମାରେ ଏହି ଘଟଣା ଘଟିଛି। ଟ୍ରେନ ନମ୍ବର ୧୫୯୦୪ ଚଣ୍ଡିଗଡ଼ରୁ ଲୋକଙ୍କୁ ଧରି ଆସାମର ଦିବ୍ରୁଗଡ଼ ଯାଉଥିଲା। ଦୁର୍ଘଟଣାକୁ ନେଇ ରେଳବାଇ ହେଲ୍ପଲାଇନ ନମ୍ବର ମଧ୍ୟ…

ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀରର କୁପୱାରା ଜିଲ୍ଲାର କଣ୍ଟ୍ରୋଲ୍ ଲାଇନରେ ସୁରକ୍ଷା ବାହିନୀ ଗୁରୁବାର ଦିନ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଦେଇଛନ୍ତି। ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେବି ଅପରେସନ ଚାଲିଥିବା ନେଇ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି।…

ସାଢେ ୭ ଘଣ୍ଟାରେ ହେଲା ଅଳଙ୍କାର ସ୍ଥାନାନ୍ତରଣ, ଭିତରେ ନାହିଁ କୌଣସି ଗୁପ୍ତ ସୁଡ଼ଙ୍ଗ

ପୁରୀ: ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ସ୍ଥାନାନ୍ତରଣ କରି ଶ୍ରୀମନ୍ଦିରରୁ ବାହାରିଲେ ୧୧ ଜଣିଆ ଟିମ୍‌ । ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ ପାଇଁ ଲାଗିଲା ସାଢ଼େ ୭ ଘଣ୍ଟା ସମୟ । ସକାଳ ୯ଟା ୫୧ରେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ । ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ…

ଟେଷ୍ଟ କ୍ରିକେଟରେ ଇଂଲଣ୍ଡର ବିଶ୍ୱ ରେକର୍ଡ

ଦି ଓଭାଲ: ଏଠାରେ ଚାଲିଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ନାମରେ ଆଉ ଏକ ବିଶ୍ୱରେକର୍ଡ ଯୋଡି ହୋଇଯାଇଛି । ପ୍ରଥମ ଦିବସରେ ଇଂଲଣ୍ଡ ମାତ୍ର ୪.୨ ଓଭରରେ ଦ୍ରୁତ ଅର୍ଦ୍ଧଶତକ ହାସଲରେ ଏହି ରେକର୍ଡ ସ୍ଥାପନ କରିଛି । ଦୁଇ ଓପନର ବେନ ଡକେଟ ଓ ଅଲୀ ପୋପ ଯଥାକ୍ରମେ ୧୪…

ସମ୍ବଲପୁରରେ ରେଳ ଫ୍ଲାଏଓଭର ପ୍ରକଳ୍ପ ପାଇଁ ୨୮୮.୬୧ କୋଟି ଟଙ୍କା ଅନୁମୋଦନ

ସମ୍ବଲପୁର: ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ 8.10 କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି। ସୁଗମ ଟ୍ରେନ ଚଳାଚଳ ହେବ- ରେଳ…

ଝିଙ୍କ ଶିକାର ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ

ବାରିପଦା: ଝିଙ୍କ ଶିକାର ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ। ଗିରଫ ହେଲେ ଶ୍ୟାମାଖୁଣ୍ଟା ବ୍ଲକ ହଳଦୀବଣି ପ୍ରାଥମିକ ସ୍କୁଲ ପ୍ରଧାନ ଶିକ୍ଷକ ବାଇଧର ସୋରେନ। ବାଇଧରଙ୍କ ସହ ଆଉ ଜଣକୁ ମଧ୍ୟ ଗିରଫ କରିଛି ଦକ୍ଷିଣ ଶିମିଳିପାଳ ବନ ବିଭାଗ। ୨ ଅଭିଯୁକ୍ତଙ୍କ ଠାରୁ ଝିଙ୍କ ମାଂସ, ଝିଙ୍କ କାଠି, ଧନୁ…

ଶନିବାର ମଧ୍ୟାହ୍ନ ସୁଦ୍ଧା ନିଟ-ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଶନିବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ସହର ୱାରୀ ଓ ପରୀକ୍ଷା କେନ୍ଦ୍ର ୱାରୀ ନିଟ ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସର୍ବୋଚ୍ଚ ଅଦାଲତ ଏନଟିଏକୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଦିନର ପ୍ରଥମାର୍ଦ୍ଧରେ ନିଟ ପରୀକ୍ଷା ଅନିୟମିତତା ସମ୍ପର୍କିତ ୪୦ଟିରୁ ଅଧିକ ଆବେଦନର ଏକତ୍ର ଶୁଣାଣି…

ସୋଆର ୧୮ତମ ପ୍ରତିଷ୍ଠା ଦିବସ: ସମାଜରେ ସର୍ବୋତ୍କୃଷ୍ଟ ସେବା ପାଇଁ ସବୁଠୁ ଆଗରେ ସୋଆ

ଭୁବନେଶ୍ଵର: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଅନ୍ୟତମ ଉତ୍କୃଷ୍ଟ ଶିକ୍ଷାନୁଷ୍ଠାନ ଭାବେ ଉଭା ହୋଇଥିବା ସୋଆ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କର୍ମାଲକର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ୧୮ତମ…

ରାଜନେତା ରାଜନୀତି ନକରି କ’ଣ ଗୁପଚୁପ୍ ବିକ୍ରି କରିବେ?  

ମୁମ୍ବାଇ: ନିଜ ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରାଣାଓ୍ବତ। ଏବେ ତାଙ୍କ ଟାର୍ଗେଟରେ ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ। ତେବେ ନିକଟରେ ଶଙ୍କରାଚାର୍ଯ୍ୟ ଏକନାଥ ସିନ୍ଦେଙ୍କୁ ବିଶ୍ୱାସଘାତୀ କହିଥିଲେ।…

ପଦ୍ମକେଶରୀପୁର ଗଣ୍ଡଗୋଳ ଘଟଣା: ଆଉ ୨ ଗିରଫ

ଭୁବନେଶ୍ବର: ପଦ୍ମକେଶରୀପୁର ଗଣ୍ଡଗୋଳ ଘଟଣାରେ ଆଉ ୨ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ। କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲ୍ଲାରେ ଚଢ଼ାଇ କରି ଏହି ୨ ଜଣଙ୍କୁ ଧରିଲା ପୋଲିସ। ଉକ୍ତ ଅଂଚଳରେ ସୁଧ କାରବାର କରୁଥିବା କୌଣସି ବ୍ୟକ୍ତିଙ୍କୁ ଛଡ଼ା ଯିବନାହିଁ ବୋଲି ଚେତାବନୀ ଦେଲେ ଡିସିପି ପ୍ରତୀକ…