ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ହାଉଜଖାସସ୍ଥିତ ଜଗନ୍ନାଥ ମନ୍ଦିରଠାରେ ୪୬ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅପରାହ୍ନରେ ମୁଖ୍ୟ ଅତିଥି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସମ୍ମାନୀତ ଅତିଥି ସୁପ୍ରିମ…