ଜୁଲାଇ ୧୫ରୁ ପୁଣି ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଆରମ୍ଭ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୫ ତାରିଖରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆରମ୍ଭ କରିବେ।
ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ଭୁବନେଶ୍ୱରର ୟୁନିଟ୍- ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର…