ବିଜେଡି ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ
ଭୁବନେଶ୍ୱର: ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ବିଜେଡି ହିଁ ବିଜେଡିକୁ ହରାଇଛି ବୋଲି କହିଲେ ନୃସିଂହ। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ ବୋଲି କହିଛନ୍ତି ନୃସିଂହ ସାହୁ ।
ନୃସିଂହ କହିଛନ୍ତି ଯେ, ବହୁତ କ୍ଷେତ୍ରରେ ବିଜେଡି ଲୋକ ହିଁ ବିଜେଡିକୁ…