ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଆଜି ହେବ ବନକଲାଗି ନୀତି
ପୁରୀ: ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଆଡ଼ପ ମଣ୍ଡପ ତଥା ଶ୍ରୀଗୁଣ୍ଡିଚା ମନ୍ଦିରରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ମଧ୍ୟାହ୍ନ ଧୂପ ପରେ ଆଡପ ମଣ୍ଡପରେ ହେବ ବନକଲାଗି ନୀତି। ବନକଲାଗି ନୀତି ପାଇଁ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।
ପ୍ରାୟ ୪ ଘଣ୍ଟାର…