ଭାରତର ଶେଷ ଗାଁ, ଯେଉଁଠି ରହିଛି ଦ୍ରୌପଦୀ ମନ୍ଦିର
ନୂଆଦିଲ୍ଲୀ: ଭାରତ ଦେଶରେ ବହୁ ଗାଁ ରହିଛି। ନିଜର ସଂସ୍କୃତି ଓ ପରମ୍ପରା ପାଇଁ କେତେକ ଗାଁ ଖୁବ ପ୍ରସିଦ୍ଧ ମଧ୍ୟ। ଯେଉଁ କାରଣରୁ ସେହି ଗାଁ ମାନଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ମିଳିଥାଏ। ପ୍ରକୃତିର ସୁନ୍ଦର ରୂପକୁ ଅନୁଭବ କରିବାକୁ ହେଉ ଅଥବା ଭ୍ରମଣର ସ୍ୱତନ୍ତ୍ର ମଜା ପାଇଁ ହେଉ ବହୁ ଲୋକେ…