ମୋହନ ମାଝୀଙ୍କୁ ଥାନାରେ ଖରାପ ବ୍ୟବହାର ଦେଖାଇ ଚର୍ଚ୍ଚାକୁ ଆସିଥିବା ଆଇଆଇସିଙ୍କ ବଦଳି
କଟକ: କେନ୍ଦୁଝରର ଆଇଆଇସି ତ୍ରିନାଥ ସେଠୀଙ୍କର ଗଜପତିକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର ଆଇଆଇସି ଅମିତ କୁମାର ଭୂୟାଁ କେନ୍ଦୁଝର ଥାନାକୁ ବଦଳି ହୋଇଛନ୍ତି।
ତ୍ରିନାଥ ହେଉଛନ୍ତି ସେହି ବ୍ୟକ୍ତି ଯିଏକି ବିଜେଡି ସରକାରରେ ଥିବା…