ତୃଣମୂଳ ସ୍ତରରେ ଲୋକଙ୍କ ସମସ୍ୟା ସମାଧାନ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଷଷ୍ଠ ପାଳିରେ ଆଜି ଅନେକ ଅଭିଯୋଗର ଶୁଣାଣି କରିଥିଲେ ମୁଖ୍ୟମନ୍ତ୍ରୀ।
ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ…