ପୁଣି କୋର୍ଟର ଦ୍ବାରସ୍ଥ ହେଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ଗିରଫକୁ ଚାଲେଞ୍ଚ କରି ଦିଲ୍ଲୀ ହାଇକୋର୍ଟର ଦ୍ବାରସ୍ଥ ହେଲେ କେଜ୍ରିଓ୍ବାଲ । ମଦ ଦୁର୍ନୀତି ସହ ଜଡିତ ଟଙ୍କା ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତିନି ଦିନିଆ ରିମାଣ୍ଡରେ ନେଇଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ…