Latest Odisha News

BREAKING NEWS

Yearly Archives

2024

ଦାଦନ ଖଟିବାକୁ ଯାଇ ପୁଣି ଗଲା ଓଡିଆ ପୁଅ ଜୀବନ

କେନ୍ଦୁଝର: ସରୁନି ଦାଦନ ଦୁଃଖ । ବୁଢା ବୟସରେ ଭେଣ୍ଡିଆ ପୁଅ ମୁହଁରେ ନିଆଁ ଦେବେ ବାପା ମାଆ । ପେଟ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ । ପରିବାରର ଦୁଃଖ ଦୂର କରିବାକୁ ସ୍ବପ୍ନ ନେଇ ଯାଇଥିବା ପୁଅ ଆଜି ସବୁଦିନ ପାଇଁ ପରିବାରଠୁ ଦୂରକୁ ଚାଲିଗଲେ । ପୁଣି ଏଭଳି କିଛି କରୁଣ ଦାଦନ…

୨ ଦିନ ପ୍ରବଳ ବର୍ଷା, ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଫଳରେ ଆଜି ଓ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ମୟୂର ପୁଚ୍ଛ ବଦଳାଇ ଦେବ ଭାଗ୍ୟ

ଭୁବନେଶ୍ୱର : ମଣିଷ ସବୁବେଳେ ସୁଖ ଶାନ୍ତିରେ ରହିବାକୁ ଇଚ୍ଛା କରିଥାଏ। ଯଦି ଘରେ ଅଭାବ ଅନଟନ ଓ କଳିଝଗଡ଼ା ଲାଗି ରୁହେ ତାହାହେଲେ ମଣିଷ ସବୁବେଳେ ଟେନସନ୍‌ରେ ରହିଥାଏ। ଘରର ବାସ୍ତୁଦୋଷ ଥିଲେ ଏପରି ସମସ୍ୟା ଭୋଗିବାକୁ ପଡ଼ିଥାଏ ବୋଲି ବାସ୍ତୁବିତ୍ ମତାମତ ଦେଇଥାନ୍ତି। ଏହାର ନିରାକରଣ ପାଇଁ ମଧ୍ୟ…

ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଆୟୋଜିତ ଏହି ଉତ୍ସବର ପ୍ରଥମ ଦିବସରେ ଏକାମ୍ର ବିଧାୟକ ବାବୁ ସିଂ, ପ୍ରଖ୍ୟାତ କଣ୍ଠଶିଳ୍ପୀ ଶ୍ୟାମାମଣୀ ଦେବୀ, କୁଳପତି…

ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା, ଆଫଗାନିସ୍ତାନର ଡ୍ରିମ ରନ୍ ଶେଷ

ଅଷ୍ଟମ ପ୍ରୟାସରେ ସଫଳ ହୋଇଛି ଦକ୍ଷିଣ ଆଫ୍ରିକା । ଦିନିକିଆ ହେଉ କି ଟି-୨୦, ପ୍ରଥମ ଥର ପାଇଁ ଏକ ଆଇସିସି ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା । ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଜିଆଂଟ୍ କିଲର୍ ଆଫଗାନିସ୍ତାନ ବିପକ୍ଷରେ ୯ ୱିକେଟରେ ଏକତରଫା ବିଜୟ ହାସଲ…

ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରା ପୁରୀ ପୌର ପରିଷଦର ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ

ଭୁବନେଶ୍ୱର: ରାଜ୍ୟ ସରକାର ପୁରୀ ପୌର ପରିଷଦରେ ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ (ଏକଜ୍ୟୁଟିଭ ଅଫିସର)ଙ୍କୁ ନିଯୁକ୍ତି ଦେଇଛନ୍ତି। ରଥଯାତ୍ରାକୁ ଆଉ ମାତ୍ର ୧୦ଦିନ ବାକି ଥିବାବେଳେ ରାଜ୍ୟ ସରକାର ଏକଜ୍ୟୁଟିଭ ଅଫିସର ନିଯୁକ୍ତିଙ୍କୁ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରା…

ମହିଳାଙ୍କୁ ମାଡ ମାରିବା ଘଟଣା: ଚାନ୍ଦବାଲି ଥାନାର ତିନି ପୋଲିସଙ୍କ ବଦଳି

ଚାନ୍ଦବାଲି: ନାବାଳିକା ଝିଅ ଏବଂ ମା’ଙ୍କୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରିବା ଘଟଣାରେ ଭଦ୍ରକ ଏସପି ଚାନ୍ଦବାଲି ଥାନାର ଏଏସଆଇ, କନେଷ୍ଟବଳ ଏବଂ ହୋମଗାର୍ଡଙ୍କୁ ଭଦ୍ରକ ପୋଲିସ ମୁଖ୍ୟାଳୟକୁ ବଦଳି ହୋଇଛନ୍ତି। ଏସପି ପ୍ରାଥମିକ ଭାବେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୋଲିସ ଏବେ…

ପ୍ରଥମ ଥର ପାଇଁ ଟି-୨୦ ବିଶ୍ୱକପର ଫାଇନାଲରେ ଦକ୍ଷିଣ ଆଫ୍ରିକା, ଆଫଗାନିସ୍ତାନକୁ ପରାସ୍ତ କରି ରଚିଲା ଇତିହାସ

ନୂଆଦିଲ୍ଲୀ: ଶେଷରେ !! ଦକ୍ଷିଣ ଆଫ୍ରିକା ଆଇସିସି ଇଭେଣ୍ଟର ଫାଇନାଲରେ !! ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍ ୨୦୨୪ର ପ୍ରଥମ ସେମିଫାଇନାଲରେ ଆଫଗାନିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଦକ୍ଷିଣ ଆଫ୍ରିକା ୯ ଓ୍ଵିକେଟ୍ ହାତରେ ଥାଇ ଏବଂ ୬୭ ବଲ୍ ବାକି ଥାଇ ଆଫଗାନିସ୍ତାନଠୁ ମ୍ୟାଚ ବିଜୟୀ…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କାର୍ଯ୍ୟକ୍ରମ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଥିରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ମୁଖ୍ୟମନ୍ତ୍ରୀ ସହ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ…

ଜୁଲାଇ ୧ରୁ ଜନଶୁଣାଣି ଆରମ୍ଭ, ରାଜ୍ୟ ସରକାରଙ୍କ ପୋର୍ଟାଲରେ ପଞ୍ଜିକୃତ ହେବ ଅଭିଯୋଗ

ଭୁବନେଶ୍ୱର: ଜୁଲାଇ ୧ରୁ ଆରମ୍ଭ ହେବ ସାଧାରଣ ଅଭିଯୋଗ ଶୁଣାଣି। ଜୁଲାଇ ପହିଲା ଅର୍ଥାତ୍ ସୋମବାର ଠାରୁ ପୁଣି ଥରେ ସାଧାରଣ ଅଭିଯୋଗ ଶୁଣାଣି କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ସ୍ତରରେ ଜିଲ୍ଲାପାଳ ଏବଂ ଏସ୍‌ପି ସାଧାରଣ ଅଭିଯୋଗ ଶୁଣାଣି କରିବେ। ଜୁଲାଇ ୧ ତାରିଖରୁ…