ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
ଭୁବନେଶ୍ୱର: ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର । ୟୁପିଏସସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ବିତୀୟ ରାଙ୍କ ପାଇଥିଲେ ଅନିମେଶ । ଅନିମେଶଙ୍କ ସହ ଅନ୍ୟ ୮ ଜଣଙ୍କୁ ଓଡ଼ିଶା କ୍ୟାଡର୍ ମିଳିଛି ।
ତେବେ ସର୍ବ ଭାରତୀୟ…