Latest Odisha News

BREAKING NEWS

Yearly Archives

2024

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୂର୍ବରୁ ମଧ୍ୟ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ଅନୁରୋଧ…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ

ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା ଅନୁସାରେ,…

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥିର ହେଲା ଗସ୍ତ ସୂଚୀ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି…

ସଂସଦରେ ଦୁର୍ଲଭ ଦୃଶ୍ୟ! ହାତ ମିଳାଇଲେ ପିଏମ ମୋଦୀ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଦ୍ୱିତୀୟ ଥର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା। ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଓମ୍ ବିର୍ଲାଙ୍କୁ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁଭେଚ୍ଛା ଜଣାଇଛନ୍ତି। ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ…

ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ଖୁସି ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି। ସେ ଏହି ପୋଷ୍ଟରେ ଲେଖିଛନ୍ତି, ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ…

ଆସନ୍ତୁ ଜାଣିବା କଣ ହେବ ଯଦି ଭାରତ-ଇଂଲଣ୍ଡ ସେମିଫାଇନାଲରେ ବର୍ଷା ହୁଏ

ଗୁୟାନା: ଟି୨୦ ବିଶ୍ୱକପ ସେମିଫାଇନାଲରେ ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ । ଗୁୟାନାରେ ଏହି ମ୍ୟାଚ ଖେଳାଯିବ । ଦ୍ୱିତୀୟ ସେମିଫାଇନାଲ ପାଇଁ କୌଣସି ରିଜର୍ଭ ଦିବସ ରଖଯାଇ ନାହିଁ । ଦ୍ୱିତୀୟ ସେମିଫାଇନାଲ ଓ ଫାଇନାଲ ମଧ୍ୟରେ ଗୋଟିଏ ଦିନର ବ୍ୟବଧାନର ଥିବାରୁ ଆଇସିସି ଏହି ନିଷ୍ପତି ଗ୍ରହଣ…

‘ଜୟ ପାଲେଷ୍ଟାଇନ’ ନାରା ଦେଇ ଫସିଲେ ଓୱେସି, ଦାଏର ହେଲା ମାମଲା

ନୂଆଦିଲ୍ଲୀ: ମଙ୍ଗଳବାର ସଂସଦରେ ଏଆଇଏମ୍ଆଇଏମ୍ ନେତା ଅସଦୁଦ୍ଦିନ ଓୱେସି ଲୋକସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ପାର୍ଲାମେଣ୍ଟରେ ଶପଥ ନେବା ବେଳେ ସେ ବିବାଦୀୟ ବୟାନ ଦେଇଥିଲେ। ଯାହାକୁ ନେଇ ଏବେ ପୁରା ଏସିଆରେ ନେଇ ବିବାଦ ଦେଖାଯାଇଛି । ସେ ଦେଇଥିବା ବିବାଦୀୟ ନାରା ପାଇଁ ଏବେ ସାରା…

ଭୁଲିଗଲା ରକ୍ତ ସମ୍ପର୍କ; ବାପା ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ପୁଅ

ବଲାଙ୍ଗୀର: ଜମିବାଡ଼ି ବିବାଦ ସାଜିଲା କାଳ ବାପା ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜନ୍ମ କଲା ପୁଅ । ଏଭଳି ଲୋମ ଟାଙ୍କୁରା ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଦୋର୍ଲୋ ଗାଁରେ । ମୃତ ବ୍ୟକ୍ତିଙ୍କ ପରିଚୟ ଗୋପୀନାଥ ଭରାସାଗର ବୋଲି ଜଣା ପଡିଛି । ଅମାନୁଷିକ କାଣ୍ଡ…

କୋଲନ କର୍କଟ ବୃଦ୍ଧିର କାରଣ, ଲକ୍ଷଣ ଓ ନିରାକରଣ

ଭୁବନେଶ୍ୱର : ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କରିଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ, କୋଲନ କର୍କଟ ହେଉଛି ବିଶ୍ୱରେ ତୃତୀୟ ସାଧାରଣ କର୍କଟ। ଗ୍ଲୋବାଲ୍ କ୍ୟାନସର ଅବଜରଭେଟରୀ ୨୦୨୦ କରିଥିବା ଅନୁଧ୍ୟାନ ଅନୁସାରେ, ଭାରତୀୟଙ୍କ ମଧ୍ୟରେ ଚତୁର୍ଥ ପ୍ରକାର ସାଧାରଣ କର୍କଟ ହେଉଛି କୋଲନ କ୍ୟାନସର। ଆମ…