ବାଲେଶ୍ବର ପୌରାଞ୍ଚଳରେ କାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ, ମିଳିବ ମୋବାଇଲ୍ ଇଣ୍ଟରନେଟ୍
ବାଲେଶ୍ବର: ବାଲେଶ୍ବର ପୌରାଞ୍ଚଳରେ ଆସନ୍ତାକାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ଏନେଇ ସୂଚନା ଦେଲେ ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକ୍ରେ। ଗୋଷ୍ଠୀ ସଂଘର୍ଷକୁ ନେଇ ବାଲେଶ୍ୱର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି…