ଯାଜପୁରରୋଡ୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମାରପିଟ୍ ଘଟଣା; ବଦଳିଲେ ଡାକ୍ତର ଓ ଫାର୍ମାସିଷ୍ଟ
ଯାଜପୁର: ଯାଜପୁରରୋଡ୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟଙ୍କ ମଧ୍ୟରେ ମାରପିଟ ଘଟଣା । ଉଭୟଙ୍କୁ ବଦଳି କଲେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଯାଜପୁର ଜିଲ୍ଲାର ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବଦଳି କରାଯାଇଥିବାବେଳେ,…