ହାଇକୋର୍ଟ ଗଲେ ବିଜେପି ନେତା ଦିଲ୍ଲୀପ ରାୟ
କଟକ: ହାଇକୋର୍ଟ ଗଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ରାଉରକେଲା ବିଜେଡି ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ବିରୋଧରେ ଦାୟର କଲେ ନିର୍ବାଚନୀ ମାମଲା । ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି ।
ଶାରଦା ନିଜ ନାମାଙ୍କନ ପତ୍ରରେ ଭୁଲ୍ ଓ…