କ’ଣ ହେବ କାଳିଆ ଯୋଜନାର ଭବିଷ୍ୟତ? କୃଷିମନ୍ତ୍ରୀଙ୍କ ଜବାବ ବଢ଼ାଇଲା ଦ୍ବନ୍ଦ୍ବ
ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ବିଦାୟୀ ବିଜେଡି ସରକାର ଆରମ୍ଭ କରିଥିବା କାଳିଆ ଯୋଜନାର ଭବିଷ୍ଯତ କଣ ହେବ ତାକୁ ନେଇ ଚର୍ଚ୍ଚା ଜାରି ରହିଛି।
କାଳିଆ ଯୋଜନା ବିଜେଡି ସରକାରର ଅନ୍ୟତମ ଲୋକପ୍ରିୟ ଯୋଜନା ଯଦି ଏହା ଚାଲୁ ରହେ ତାହେଲେ ଶାସକ ଦଳ ଭବିଷ୍ୟତରେ ଭୋଟ୍…