ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା। ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି।…