ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍ ହାର ୮୮.୩୯ ପ୍ରତିଶତ
ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି ।
ସେହିପରି, ଭୁବନେଶ୍ୱର…