ଭାରତୀୟ ନୌସେନା କିଛି ନିର୍ଦ୍ଦିଷ୍ଟ ଲକ୍ଷ୍ୟସ୍ଥଳକୁ ଆକ୍ରମଣ କରିବାକୁ ପ୍ରସ୍ତୁତ ଥିଲେ: ଡିଜିଏନଓ
ନୂଆଦିଲ୍ଲୀ: ପହଲଗାମ ଆତଙ୍କୀ ହମଲା ପରେ ଭାରତର ତିନି ସେନା ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)ରେ ୯ ଆତଙ୍କୀ କେନ୍ଦ୍ର ଉପରେ ଏୟାରଷ୍ଟ୍ରାଇକ କରି ଧ୍ଵଂସ କରିଥିଲେ। ରବିବାର ଏୟାର ମାର୍ଶାଲ ଏ କେ ଭାରତୀ, ଡିଜିଏମଓ ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ, ମେଜର…