ଭାରତ-ପାକିସ୍ତାନ ମୁହାଁମୁହିଁ: କାହିଁକି ମୌନ ମୁଦ୍ରାରେ ଆମେରିକା?
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଅପରେସନ୍ ସିନ୍ଦୂର । ଏୟାରଷ୍ଟ୍ରାଇକ୍ କରି ପାକିସ୍ତାନ ଓ ପିଓକେରେ ଆତଙ୍କବାଦୀ ଅଡ୍ଡାକୁ ଟାର୍ଗେଟ୍ କରିଥିଲା ଭାରତ । ଏହାପରଠୁ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମରେ ରହିଛି। ତେବେ ଆଶ୍ଚର୍ଯ୍ୟଜନକ ଭାବେ ଯୁଦ୍ଧ ରୋକିବାକୁ କୌଣସି…