କାହାକୁ ଲକ୍ଷପତି ଦିଦି ଭାବେ ବିଚାର କରାଯାଉଛି ସରକାର ତାହା ସ୍ପଷ୍ଟ କରନ୍ତୁ: ବିଜେଡି
ଭୁବନେଶ୍ୱର:ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ନାମ ଓ ରଙ୍ଗ ପରିବର୍ତ୍ତନ କରିଆସୁଥିବା…