ଏସଡିଆଇପିଆରଓ ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ: ମିଳିବ ଗ୍ରେସ୍ ମାର୍କ
ଭୁବନେଶ୍ବର: ଏସଡିଆଇପିଆରଓ (ଓଆଇଏସ-୨) SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍ ଦେବାକୁ ଓପିଏସସି (OPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପେପରରେ ୬ ମାର୍କ କମ୍ ଥିଲା । ୧୦୦…