Latest Odisha News

BREAKING NEWS

Monthly Archives

May 2025

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ। ସିଡିପିଓ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ…

ଭାରତରେ ବ୍ଲକ ହେଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହି ସମୟରେ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ କରିଦେଇଛନ୍ତି। ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ…

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।…

କୋଭିଡ ଚୀନରୁ ନୁହେଁ ବରଂ ଆମେରିକାରୁ ଉତ୍ପନ୍ନ

ବେଜିଂ: କୋଭିଡ୍ -୧୯ ମହାମାରୀ ଉହାନରୁ ନୁହେଁ ବରଂ ଆମେରିକାରୁ ଆରମ୍ଭ ହୋଇଥିଲା। ସେ ୱାଶିଂଟନକୁ "ଦୋଷ ଲଦିବା" ନେଇ ଅଭିଯୋଗ କରିଥିଲା। ଚୀନର ଉହାନର ଏକ ପ୍ରୟୋଗଶାଳାରୁ ଭାଇରସ ଲିକ୍ ହୋଇଥାଇପାରେ ବୋଲି ଆମେରିକା ସରକାରଙ୍କ ସଦ୍ୟତମ ଦାବିର ଜବାବରେ ଏହି ବିବୃତ୍ତି ଦିଆଯାଇଛି। ଚୀନ ପାଲଟା…

ଗଙ୍ଗା ଏକ୍ସପ୍ରେସ୍‌ ୱେରେ ମିରାଜ,ରାଫେଲର ଯୁଦ୍ଧାଭ୍ୟାସ; ରାତିରେ ଯୁଦ୍ଧ ବିମାନ ଅବତରଣ ପରୀକ୍ଷଣ

ଉତ୍ତରପ୍ରଦେଶ:ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଅବତରଣ ଅଭ୍ୟାସ ଆରମ୍ଭ କରିଛି । ମେରଠ-ପ୍ରୟାଗରାଜ ଗଙ୍ଗା ଏକ୍ସପ୍ରେସୱେର ଶାହଜାହାନପୁର ନିକଟରେ ନିର୍ମିତ ଏୟାରଷ୍ଟ୍ରିପରେ ବାୟୁସେନା ରାଫେଲ, ମିରାଜ ଏବଂ ଜାଗୁଆର ଭଳି ଅତ୍ୟାଧୁନିକ ଯୁଦ୍ଧବିମାନ ନିଜର ଯୁଦ୍ଧ ପ୍ରସ୍ତୁତି ଓ ଶକ୍ତି ପ୍ରଦର୍ଶନ…

ଦେଶରେ ମୁସଲମାନ ମାନଙ୍କର ହେବ ଜାତି ଗଣନା

ନୂଆଦିଲ୍ଲୀ: ମୋଦି ସରକାର ଜାତିଗତ ଜନଗଣନାକୁ ଅନୁମୋଦନ ଦେଇଚନ୍ତି। ଯାହା ଫଳରେ ହିନ୍ଦୁମାନଙ୍କ ସହିତ ମୁସଲିମ ସମ୍ପ୍ରଦାୟର ମଧ୍ୟ ଜାତି ଗଣନା କରାଯିବ। ଜନଗଣନା ପ୍ରଶ୍ନାବଳୀରେ ଧର୍ମ ସହିତ ଜାତି ପାଇଁ ଏକ ସ୍ତମ୍ଭ ମଧ୍ୟ ରହିବ। ବିହାର ଏବଂ ତେଲେଙ୍ଗାନାରେ ହୋଇଥିବା ଜାତି ସର୍ଭେରେ,…

ଆଗାମୀ ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…