ଟିଟିଲାଗଡ଼ ବିଧାୟକ ଅସୁସ୍ଥ; ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କ…