ପୁଇଁତଳାରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଗିରଫ
ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅକଥନୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଥିଲା। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗର ତଦନ୍ତ କରୁଥିବା…